Sunday, April 12, 2026
24.1 C
Odisha

    ଓମାନ ଉପକୂଳରେ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ, ଜାହାଜରେ ଥିଲେ ୧୫ ଜଣ ଭାରତୀୟ

    ଆଗକୁ ପଢନ୍ତୁ

    ମଧ୍ୟପ୍ରାଚ୍ୟରେ ଆହୁରି ଭୟଙ୍କର ହେଉଛି ଯୁଦ୍ଧ । ଏହାରି ଭିତରେ ଓମାନ ଉପକୂଳରେ ଏକ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଥିବା ଖବର ଆସୁଛି । ଆକ୍ରମଣରେ ତୈଳ ଜାହାଜରେ ଥିବା ୪ଜଣ ସଦସ୍ୟ ଆହତ ହୋଇଛନ୍ତି । ଜାହାଜରେ ୧୫ ଜଣ ଭାରତୀୟ ଏବଂ ୫ ଜଣ ଇରାନୀୟ ସଦସ୍ୟ ଥିଲେ । ଓମାନର ଖସାବ ବନ୍ଦର ନିକଟରେ ଥିବା ହରମୁଜ ପ୍ରଣାଳୀରେ ଏହି ଘଟଣା ଘଟିଛି ।

    ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସାମ୍ପ୍ରତିକ ସଂଘର୍ଷ ଏବଂ ଆକ୍ରମଣ ମଧ୍ୟରେ ଏହି ଘଟଣା ଘଟିଛି । ଟ୍ୟାଙ୍କରରେ ଥିବା ସମସ୍ତ କ୍ରୁ ମେମ୍ବରଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    17 %
    1.4kmh
    0 %
    Sun
    40 °
    Mon
    41 °
    Tue
    42 °
    Wed
    44 °
    Thu
    43 °

    ସମ୍ବନ୍ଧିତ