Monday, March 23, 2026
22 C
Odisha

    ଓଲଟିଲା ଇଷ୍ଟର୍ନ ଓଡିଶା ଯାତ୍ରାପାର୍ଟି ବସ , ୨୦ ରୁ ଅଧିକ କଳାକାର ଗୁରୁତର

    ଆଗକୁ ପଢନ୍ତୁ

    ଦେବଗଡ଼ : ଓଲଟିଲା ଇଷ୍ଟର୍ନ ଓଡିଶା ଯାତ୍ରାପାର୍ଟି ବସ । ୨୦ରୁ ଅଧିକ କଳାକାର ଗୁରୁତର ହୋଇଛନ୍ତି । ଦେବଗଡ଼ ଜିଲ୍ଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ସଡୋ -ଭୁଗୁରାପାଳ ଘାଟି ରାସ୍ତାରେ ଯାତ୍ରା ପାର୍ଟି ବସ ଓଲଟି ୨୦ରୁ ଅଧିକ କଳାକାର ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତ କଳାକାରଙ୍କୁ କଂସର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଛି । ପରେ ଗୁରୁତରଙ୍କୁ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ରିଆମାଳ ଥାନା ପୋଲିସ ଓ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    34 %
    1.4kmh
    1 %
    Sun
    22 °
    Mon
    33 °
    Tue
    36 °
    Wed
    38 °
    Thu
    39 °

    ସମ୍ବନ୍ଧିତ