Sunday, January 18, 2026
17.9 C
Odisha

    ଓଲଟିଲା ବରଯାତ୍ରୀ ବସ୍, ୫ ମୃତ ଓ ୨୫ ଆହତ

    ଆଗକୁ ପଢନ୍ତୁ

    ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ଲାତେହାରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଓଲଟିଲା ବରଯାତ୍ରୀ ନେଇ ଯାଉଥିବା ବସ୍ । ଯେଉଁ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୨୫ ଜଣ ଆହତ ହୋଇଛନ୍ତି । ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିବା ସୂଚନା ମିଳିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.9 ° C
    17.9 °
    17.9 °
    26 %
    1.8kmh
    0 %
    Sun
    17 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ