Wednesday, October 7, 2026
31.4 C
Odisha

    ଓଲଟିଲା ବରଯାତ୍ରୀ ବସ୍, ୫ ମୃତ ଓ ୨୫ ଆହତ

    ଆଗକୁ ପଢନ୍ତୁ

    ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ଲାତେହାରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଓଲଟିଲା ବରଯାତ୍ରୀ ନେଇ ଯାଉଥିବା ବସ୍ । ଯେଉଁ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୨୫ ଜଣ ଆହତ ହୋଇଛନ୍ତି । ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିବା ସୂଚନା ମିଳିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ