Monday, August 24, 2026
27.4 C
Odisha

    ଓଲଟିଲା ବସ୍; ଅନେକ ଯାତ୍ରୀ ଆହତ

    ଆଗକୁ ପଢନ୍ତୁ

    ନୀଳଗିରି  : ବାଲେଶ୍ୱର-ଭୁବନେଶ୍ୱର ରାସ୍ତାର ସେରଗଡ଼ ଓଭର ବ୍ରିଜ ନିକଟରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ବସର କାଚ ଭାଙ୍ଗି ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଯାତ୍ରୀଙ୍କୁ ଉଦ୍ଧାର କରୁଥୁବା ବେଳେ ବହୁ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ଜଣେ ୫ ବର୍ଷର ଶିଶୁ ରହିଥିବା ସୂଚନା ମିଳିଛି। ବସଟି କଲକାତାରୁ କେରଳ ଯାଉଥିବା କୁହାଯାଇଛି। ଆହତମାନଙ୍କୁ ଖନ୍ତାପଡ଼ା ଓ ବାଲେଶ୍ୱର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.4 ° C
    27.4 °
    27.4 °
    84 %
    2.6kmh
    99 %
    Mon
    29 °
    Tue
    30 °
    Wed
    30 °
    Thu
    27 °
    Fri
    28 °

    ସମ୍ବନ୍ଧିତ