Friday, April 3, 2026
36.1 C
Odisha

    ଓଲଟିଲା ଯାତ୍ରୀବାହୀ ବସ୍‌, ଜଣେ ମୃତ ୫ ଗୁରୁତର

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ : ଏକ ବସ୍ ଓଲଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଥାନା ସୀମା ଅନ୍ତର୍ଗତ ଡୁଲିଙ୍ଗା କୋଇଲା ଖଣିକୁ ବସ୍ ଟି ଶ୍ରମିକମାନଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା ।

    ସୂଚନା ଅନୁଯାୟୀ, ଆଜି ସକାଳେ ବସ୍ ଟି ଶ୍ରମିକମାନଙ୍କୁ ନେଇ ଡୁଲିଙ୍ଗା କୋଇଲା ଖଣିକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହା ପରେ ଆହତ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ଝାରସୁଗୁଡ଼ା ଡାକ୍ତରଖାନାକୁ ପଠାଯାଇଥିଲା । ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ