Friday, October 23, 2026
21.5 C
Odisha

    ଓଲଟିଲା ଯାତ୍ରୀବାହୀ ବସ୍ : ୨୦ରୁ ଅଧିକ ଯାତ୍ରୀ ଆହତ

    ଆଗକୁ ପଢନ୍ତୁ

    ନୟାଗଡ଼  : ବାଲୁଗାଁ ଛେଡ଼ପଡ଼ା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ରାସ୍ତାକଡକୁ ଓଲଟି ପଡିଛି। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।  ନୟାଗଡ ଖଣ୍ଡପଡା ରାସ୍ତାର ଖେଡପଡା ନିକଟରେ ଏହି ଦୁର୍ଘଟଣା ଘଟିଛି। ଗାଡିଟି ରାକମାରୁ ନୟାଗଡ଼ ଆସୁଥିଲା । ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବେବୀ ନାମକ ଏକ ଘରୋଇ ବସ୍ ରାକମାରୁ ନୟାଗଡ଼ ଆସୁଥିଲା । ହେଲେ ନୟାଗଡ଼ ଖଣ୍ଡପଡ଼ା ରାସ୍ତାରେ ଖେଡ଼ପଡ଼ା ନିକଟରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା । ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.5 ° C
    21.5 °
    21.5 °
    71 %
    1.5kmh
    46 %
    Fri
    21 °
    Sat
    29 °
    Sun
    28 °
    Mon
    28 °
    Tue
    29 °

    ସମ୍ବନ୍ଧିତ