Tuesday, December 16, 2025
18.8 C
Odisha

    ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଆ ଅଭିନେତା ପାର୍ଥ ସାରଥୀ ରାୟ ଗିରଫ । ପାର୍ଥସାରଥୀଙ୍କୁ ଗିରଫ କଲା ଭୁବନେଶ୍ବର ବଡ଼ଗଡ଼ ଥାନା ପୋଲିସ । ଅପହରଣ , ଟଙ୍କା ମାଗିବା, ହତ୍ୟା ଉଦ୍ୟମ, ବନ୍ଧୁକ ଦେଖାଇବା ଏବଂ ଆଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ଗିରଫ କଲା ପୋଲିସ । ପୂର୍ବରୁ ପାର୍ଥଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରିଥିଲେ JMFC କୋର୍ଟ ।

    ତେବେ ଅଭିନେତା ପାର୍ଥଙ୍କୁ ବିଭିନ୍ନ ସିନେମା ଏବଂ ସିରିଏଲରେ ଦର୍ଶକ ଦେଖିବାକୁ ପାଇଛନ୍ତି । ଓଡିଆ ସିନେମା ଫାଲଗୁନ ଚୈତ୍ର, ଡାଲଚିନି, ତ୍ରିକନ୍ୟା, ଚରିତ୍ର, ଡିୟର ପୁରୁଷ ଆଦି ସିନେମାରେ ତାଙ୍କୁ ଦେଖିବାକୁ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.8 ° C
    18.8 °
    18.8 °
    49 %
    1.3kmh
    7 %
    Tue
    18 °
    Wed
    28 °
    Thu
    27 °
    Fri
    26 °
    Sat
    26 °

    ସମ୍ବନ୍ଧିତ