Thursday, June 25, 2026
26.3 C
Odisha

    ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଆ ଅଭିନେତା ପାର୍ଥ ସାରଥୀ ରାୟ ଗିରଫ । ପାର୍ଥସାରଥୀଙ୍କୁ ଗିରଫ କଲା ଭୁବନେଶ୍ବର ବଡ଼ଗଡ଼ ଥାନା ପୋଲିସ । ଅପହରଣ , ଟଙ୍କା ମାଗିବା, ହତ୍ୟା ଉଦ୍ୟମ, ବନ୍ଧୁକ ଦେଖାଇବା ଏବଂ ଆଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ଗିରଫ କଲା ପୋଲିସ । ପୂର୍ବରୁ ପାର୍ଥଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରିଥିଲେ JMFC କୋର୍ଟ ।

    ତେବେ ଅଭିନେତା ପାର୍ଥଙ୍କୁ ବିଭିନ୍ନ ସିନେମା ଏବଂ ସିରିଏଲରେ ଦର୍ଶକ ଦେଖିବାକୁ ପାଇଛନ୍ତି । ଓଡିଆ ସିନେମା ଫାଲଗୁନ ଚୈତ୍ର, ଡାଲଚିନି, ତ୍ରିକନ୍ୟା, ଚରିତ୍ର, ଡିୟର ପୁରୁଷ ଆଦି ସିନେମାରେ ତାଙ୍କୁ ଦେଖିବାକୁ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.3 ° C
    26.3 °
    26.3 °
    77 %
    2.7kmh
    98 %
    Wed
    26 °
    Thu
    39 °
    Fri
    38 °
    Sat
    37 °
    Sun
    33 °

    ସମ୍ବନ୍ଧିତ