Wednesday, September 30, 2026
23.8 C
Odisha

    ଓ୍ବକ୍‌ଫ କମିଟି ବୈଠକ ଅଧାରୁ ପଳାଇଲେ ବିରୋଧୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ରିପୋର୍ଟକୁ ବିରୋଧ କରି ବିରୋଧୀ ସଦସ୍ୟମାନେ ସୋମବାର ଓ୍ବକ୍‌ଫ ବିଲ୍‌ ବୈଠକରୁ ଉଠିଯାଇଥିଲେ। ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ଜଗଦମ୍ବିକା ପାଲ୍‌ଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିଥିଲା। ଦିଲ୍ଲୀ ସରକାରଙ୍କ ବିନା ଜ୍ଞାତସାରରେ ଦିଲ୍ଲୀ ଓ୍ବକ୍‌ଫ ବୋର୍ଡ ପ୍ରଶାସନ ଏହାର ରିପୋର୍ଟରେ ପରିବର୍ତ୍ତନ କରିଥିବା ବିରୋଧୀ ସଦସ୍ୟମାନେ ଅଭିଯୋଗ ଆଣିଥିଲେ। ପରେ ଆପ୍‌ ସଦସ୍ୟ ସଞ୍ଜୟ ସିଂ, ଡିଏମ୍‌କେର ମହମ୍ମଦ ଅବଦୁଲ୍ଲା, କଂଗ୍ରେସର ନାସିର ହୁସେନ୍‌ ଏବଂ ମହମ୍ମଦ ଜାଓ୍ବେଦ କକ୍ଷତ୍ୟାଗ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ