Wednesday, March 18, 2026
21.1 C
Odisha

    କଂଗ୍ରେସ ଛାଡିଲେ ଖଡ଼ିଆଳ ବିଧାୟକ

    ଆଗକୁ ପଢନ୍ତୁ

    ନୂଆପଡା: ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଠାଇଛନ୍ତି । ତେବେ ଦଳ ଛାଡ଼ିବାର କାରଣ ଉଲ୍ଲେଖ କରିନାହାନ୍ତି । ବରଂ ଦୀର୍ଘ ୨୫ ବର୍ଷ କାଳ କଂଗ୍ରେସରେ ରହି ଜନସାଧାରଣଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.1 ° C
    21.1 °
    21.1 °
    76 %
    2.2kmh
    100 %
    Wed
    22 °
    Thu
    31 °
    Fri
    34 °
    Sat
    34 °
    Sun
    35 °

    ସମ୍ବନ୍ଧିତ