Sunday, February 23, 2025
32.3 C
Odisha

    କଟକକୁ ଅରେଞ୍ଜ ୱାର୍ଣ୍ଣିଂଜାରି

    ଆଗକୁ ପଢନ୍ତୁ

    କଟକ : ରାଜ୍ୟରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଆଗମୀ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ କରିଛି । ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ । ଏଥିପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।ଝାଡ଼ଖଣ୍ଡ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।

    ଆଜି ସକାଳେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର,ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.3 ° C
    32.3 °
    32.3 °
    13 %
    2.4kmh
    0 %
    Sun
    31 °
    Mon
    34 °
    Tue
    35 °
    Wed
    35 °
    Thu
    36 °

    ସମ୍ବନ୍ଧିତ