Thursday, December 18, 2025
15.1 C
Odisha

    କଟକରେ ଗୁଣ୍ଡାଗିରି; ଛୁରାମାଡ଼ରେ ଜଣେ ଗରୁତର

    ଆଗକୁ ପଢନ୍ତୁ

    କଟକ ଚାଉଳିଆଗଞ୍ଜ ଅଞ୍ଚଳରେ ଖେଳିଯାଇଛି ଭୟର ବାତାବରଣ । ଛୁରାମାଡ଼ରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଖବର ସାମ୍ନାକୁ ଆସିଛି । ଗୁରୁତର ବ୍ୟକ୍ତିଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଏହି ଘଟଣାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ଚାଉଳିଆଗଞ୍ଜ ପୋଲିସ ପହଂଚି ଛାନଭିନ୍ ଜାରି କରିଛି । ତେବେ ଏଭଳି ଘଟଣା ଉପରେ ରୋକ୍ ଲଗାଇବା ପାଇଁ ସ୍ଥାନୀୟ ପ୍ରଶାସନ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ନେଇ ସାଧାରଣରେ ଦାବି ହେଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.1 ° C
    15.1 °
    15.1 °
    45 %
    1.8kmh
    0 %
    Thu
    15 °
    Fri
    26 °
    Sat
    27 °
    Sun
    27 °
    Mon
    28 °

    ସମ୍ବନ୍ଧିତ