Monday, March 16, 2026
35.1 C
Odisha

    କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀଙ୍କ ମୃତ୍ୟୁ, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଗୁରୁତର ରୋଗୀଙ୍କୁ ନ୍ୟୁ ମେଡିସିନ ଆଇସିୟୁ କୁ ସ୍ଥାନାନ୍ତର କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସସିବିରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ନିଉ ମେଡ଼ିସିନ ୱାର୍ଡକୁ ପ୍ରଥମେ ଯାଇଛନ୍ତି ।  ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିଛନ୍ତି । ସ୍ବାସ୍ଥ୍ୟ ସଚିବ,କଟକ ଜିଲ୍ଲାପାଳ, କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚିିଥିଲେ । ନିଆଁ ସଂପୂର୍ଣ୍ଣ ଆୟତ୍ତ ହୋଇ ସାରିଥିବା ସୂଚନା ରହିଛି ।

    ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା । ମେଡିକାଲ ବୁଲି ଦେଖିବା ପରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଦ୍ୟୁତ୍ ସର୍ଟସର୍କିଟ୍ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା । ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ଥିଲେ ୨୩ ରୋଗୀ । ୨୩ ରୋଗିଙ୍କ ସ୍ଥାନାନ୍ତର ସମୟରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା ।

     

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.1 ° C
    35.1 °
    35.1 °
    22 %
    1kmh
    3 %
    Mon
    38 °
    Tue
    38 °
    Wed
    37 °
    Thu
    35 °
    Fri
    34 °

    ସମ୍ବନ୍ଧିତ