Friday, March 13, 2026
28 C
Odisha

    କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ: କୃଷ୍ଣଚନ୍ଦ୍ର ମହାପାତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ କିମ୍ବା ବଡ଼ ମେଡିକାଲ ପର୍ଯ୍ୟନ୍ତ ମେଟ୍ରୋ ନେବାକୁ ଯୋଜନା କରାଯାଉଛି । ନୂଆ କମିଟି ଗଠନ କରାଯାଇ ଅନୁଧ୍ୟାନ କରାଯାଉଛି ।  ଖୁବ୍ ଶୀଘ୍ର ନୂଆ ଡିପିଆର ଆସିବ । କେବଳ ରାଜ୍ୟ ସରକାର ନୁହେଁ କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ଲୋକଙ୍କ ସୁବିଧା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଗୃହ ଓ ନଗରମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    13 %
    0.7kmh
    0 %
    Fri
    31 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ