Saturday, August 8, 2026
24.2 C
Odisha

    କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ରେଡ୍, ଅପମିଶ୍ରିତ ଓ ବାସୀ ଖାଦ୍ୟ ଯାଞ୍ଚ କରୁଛି ଟିମ

    ଆଗକୁ ପଢନ୍ତୁ

    କଟକ: ଆକ୍ସନରେ ଖାଦ୍ୟ ସୁରକ୍ଷା ୟୁନିଟ୍ । କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ରେଡ୍ । କଟକ ବାଲିଯାତ୍ରା ତଳ ପଡ଼ିଆରେ ସିଏମସି ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଖାଦ୍ୟ ଷ୍ଟଲ ଉପରେ ଚଢ଼ାଉ । ଅପମିଶ୍ରିତ ଓ ବାସୀ ଖାଦ୍ୟ ଯାଞ୍ଚ କରୁଛି ଟିମ । ସିଏମସି ସ୍ୱାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି । ମାନ ଖରାପ ଥିବା ଖାଦ୍ୟକୁ ନଷ୍ଟ କରୁଛି ଟିମ ।

    କାର୍ତ୍ତିକ ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରାରେ ଅନେକ ଲୋକଙ୍କ ଭିଡ଼ ଜମିଛି । ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରସିଦ୍ଧ ଯାତ୍ରା ବୁଲିବା ସହ ଅନେକ କିଣାକିଣି ମଧ୍ୟ କରୁଛନ୍ତି । ହେଲେ କିଛି ଷ୍ଟଲରେ ବାସୀ ଖାଦ୍ୟ ବିକ୍ରି ହେଉଥିବାର ଅଭିଯୋଗ ଆସିଥିଲା । ଯାହାପରେ ଆକ୍ସନକୁ ଆସିଥିଲା ସିଏମ୍ ସି ଖାଦ୍ୟ ସୁରକ୍ଷା ୟୁନିଟ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    92 %
    1.3kmh
    99 %
    Sat
    30 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ