Friday, April 3, 2026
36.1 C
Odisha

    କଟକ-ଭୁବନେଶ୍ୱରରେ କାଳବୈଶାଖୀ ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମଲହରୀ ଏବଂ ପ୍ରବଳ ଗୁଳିଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି। ବର୍ତ୍ତମାନ ବର୍ଷା ଏବଂ ଘଡ଼ଘଡ଼ି ପାଇଁ ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍ ଆଲର୍ଟ ଜାରି କରାଯାଇଛି।

    ବର୍ତ୍ତମାନ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ଯେ, ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି। ଆସନ୍ତା ୨ ଘଣ୍ଟାରେ ୬୦ ରୁ ୭୦ କିମି ପବନ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ଘଡଘଡି ପାଇଁ ସତର୍କ ସୂଚନା ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି। ଆଗାମୀ 2ରୁ 3 ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ 7 ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ । କୁଆ ପଥର ମାଡ଼ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୂଚନାନୁଯାୟୀ, ବିଜୁଳି ଘଡ଼ଘଡ଼ି ସହିତ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି। ଘଣ୍ଟାକୁ 60 ରୁ 70 କିମି ବେଗରେ ପବନ ବହିପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ