Tuesday, March 24, 2026
29.2 C
Odisha

    କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ୨୦୨୪ ସାଧାରଣ ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ମଧ୍ୟ ଦୁଇଟି ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ। ହିଞ୍ଜିଳି ସହ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜିରୁ ମଧ୍ୟ ନିର୍ବାଚନ ଲଢିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    24 %
    0.5kmh
    0 %
    Tue
    31 °
    Wed
    38 °
    Thu
    38 °
    Fri
    41 °
    Sat
    40 °

    ସମ୍ବନ୍ଧିତ