Thursday, March 5, 2026
35.6 C
Odisha

    କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର, ମସ୍ତିସ୍କାଘାତ ଯୋଗୁ ଆଇସିୟୁରେ ଭର୍ତ୍ତି

    ଆଗକୁ ପଢନ୍ତୁ

    କଟକ  : କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର । ତାଙ୍କୁ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି । ଗତକାଲି ସନ୍ଧ୍ୟାରେ ଅତିଥି ଭାବେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସେଠାରେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷାରୁ ମସ୍ତିସ୍କାଘାତ ହୋଇଥିବା ଜଣାପଡ଼ିଲା । ଏବେ କଟକର ଏକ ଘରୋଇ ହସ୍ପିଟାଲ ଚିକିତ୍ସାତ ହେଉଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.6 ° C
    35.6 °
    35.6 °
    10 %
    4.2kmh
    3 %
    Thu
    34 °
    Fri
    37 °
    Sat
    38 °
    Sun
    38 °
    Mon
    38 °

    ସମ୍ବନ୍ଧିତ