Saturday, October 10, 2026
22.4 C
Odisha

    କ’ଣ ରହିଛି ବିଜେଡିର ଘୋଷଣାପତ୍ରରେ? ୯ଟି ପଏଣ୍ଟରେ ଜାଣନ୍ତୁ ବିଜେଡିର ନିର୍ବାଚନୀ ଇସ୍ତାହାର

    ଆଗକୁ ପଢନ୍ତୁ

     ବିଜେଡି ଜାରି କଲା ନିର୍ବାଚନୀ ଇସ୍ତାହାର । ନିର୍ବାଚନୀ ଇସ୍ତାହାର ‘ଓଡିଶା ନମ୍ବର ୧’ ଜାରି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ଏହି ଘୋଷଣାପତ୍ରରେ କହିଛନ୍ତି, ଏହି ମନିଫେଷ୍ଟୋ ଓଡ଼ିଶାରେ ଇତିହାସ ଲିପିବଦ୍ଧ କରିବ। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି ସରକାର ଓଡିଶାକୁ ଏକ ଗରିବ, କ୍ଷୁଧା ପ୍ରବଣ, ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା କବଳିତ ପଛୁଆ ରାଜ୍ୟରୁ ଆଧୁନିକ ଅଭିବୃଦ୍ଧି ଭିତ୍ତିକ, ସଂସ୍କୃତି ଏବଂ ଅସ୍ମିତାର ପରିଚୟ ଭିତ୍ତିକ ରାଜ୍ୟରେ ପରିଣତ କରିପାରିଛି । ପ୍ରଭୁ ଜଗନ୍ନାଥଙ୍କ କୃପା ଏବଂ ଜନସାଧାରଣଙ୍କ ଆଶୀର୍ବାଦ ସହିତ, ଏହି ଲୋକାଭିମୁଖୀ ମନିଫେଷ୍ଟୋରେ ଉପସ୍ଥାପିତ ହୋଇଥିବା ଗ୍ୟାରେଣ୍ଟିଗୁଡିକ ୫ଟି ଗଭର୍ନାନ୍ସ ମାଧ୍ୟମରେ କାର୍ୟ୍ୟକାରୀ ହେବ ଏବଂ ଓଡିଶା ଗଠନର ଶହେ ବର୍ଷ ପାଳନ କରିବାର ୨ ବର୍ଷ ପୂର୍ବରୁ ୨୦୩୪ ସୁଦ୍ଧା ଓଡିଶାକୁ ସମସ୍ତଙ୍କ ସହଯୋଗ ଓ ଦୃଢ ନେତୃତ୍ୱ ବଳରେ ସମସ୍ତ କ୍ଷେତ୍ରରେ ଅଭିବୃଦ୍ଧି ଏବଂ ବିକାଶରେ ଏକ ନମ୍ବର ରାଜ୍ୟର ମାନ୍ୟତା ପ୍ରଦାନ କରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ