Tuesday, November 17, 2026
25.5 C
Odisha

    କମିଛି ସୁନା ଏବଂ ରୁପା ଦର, ଜାଣନ୍ତୁ ଆଜିର ଦାମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୬,୭୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୫,୩୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୨,୫୯୦ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୩୬,୭୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୫,୩୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୩୬,୭୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୫,୩୯୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୩୬,୯୪୦ ଟଙ୍କା ଓ ୨୨ କ୍ୟାରଟେ ୧,୨୫,୫୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୩୬,୭୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୫,୩୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୬,୭୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୫,୩୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୮୯,୯୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.5 ° C
    25.5 °
    25.5 °
    58 %
    1.8kmh
    99 %
    Tue
    27 °
    Wed
    26 °
    Thu
    26 °
    Fri
    20 °
    Sat
    22 °

    ସମ୍ବନ୍ଧିତ