Sunday, January 18, 2026
21.8 C
Odisha

    କମିଲା କମର୍ସିଆଲ ଗ୍ୟାସ ଦର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମିଛି କମର୍ସିଆଲ ଗ୍ୟାସ ଦର । ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର ୧୭୬୨ ଟଙ୍କା ଲାଗୁ କରାଯାଇଛି।ଗ୍ୟାସ ଦର କମିବା ଯୋଗୁଁ ଲୋକମାନଙ୍କୁ ଟିକେ ଆଶ୍ବସ୍ତି ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.8 ° C
    21.8 °
    21.8 °
    20 %
    1.6kmh
    0 %
    Sun
    20 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ