Saturday, October 10, 2026
29.2 C
Odisha

    କମିଲା କମର୍ସିଆଲ ଗ୍ୟାସ ଦର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମିଛି କମର୍ସିଆଲ ଗ୍ୟାସ ଦର । ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର ୧୭୬୨ ଟଙ୍କା ଲାଗୁ କରାଯାଇଛି।ଗ୍ୟାସ ଦର କମିବା ଯୋଗୁଁ ଲୋକମାନଙ୍କୁ ଟିକେ ଆଶ୍ବସ୍ତି ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ