Saturday, March 21, 2026
19.7 C
Odisha

    କମିଲା ସୁନା ଓ ରୁପା ଦର, ଜାଣନ୍ତୁ ଆଜିର ଦାମ୍

    ଆଗକୁ ପଢନ୍ତୁ

    ଆଜି ପୁଣି କମିଲା ସୁନା ଓ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୦,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୮,୩୫୦ ଟଙ୍କା ଛୁଇଁଛି ।

    ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୦,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୮,୩୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୦,୯୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୩୮,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୧,୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୮,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୯,୫୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୬,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୦,୯୩୦ ଓ ୧,୩୮,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୫,୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    77 %
    3.2kmh
    100 %
    Fri
    20 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ