Thursday, November 19, 2026
18.2 C
Odisha

    କମିଲା ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ଦର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୬୯୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୮୦୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୯୮,୦୨୦ ଟଙ୍କା ରହିଛି ।ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୩୦,୬୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୮୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୩୦,୬୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୮୦୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୩୦,୮୪୦ ଟଙ୍କା ଓ ୨୨ କ୍ୟାରଟେ ୧,୧୯,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୩୦,୬୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୯,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୦,୬୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୯,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୯୦,୦୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18.2 ° C
    18.2 °
    18.2 °
    78 %
    1.4kmh
    100 %
    Thu
    18 °
    Fri
    19 °
    Sat
    24 °
    Sun
    27 °
    Mon
    27 °

    ସମ୍ବନ୍ଧିତ