Saturday, March 28, 2026
38.2 C
Odisha

    କମିଲା ସୁନା ଦର

    ଆଗକୁ ପଢନ୍ତୁ

    ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୫, ୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୭ ହଜାର ୫୫୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୫ ହଜାର ୫୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୭ ହଜାର ୫୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୫, ୫୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୭ ,୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୫, ୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ୮୭,୭୦୦ଟଙ୍କା ରହିଛି ।

    ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୫, ୫୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୭,୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୫, ୫୧୦ ଓ ୮୭ ,୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୯,୯୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

    ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

    ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

    ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

    ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

    ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

    ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

    ଅଫ୍ ସିଜନରେ ସୁନା କିଣନ୍ତୁ… କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.2 ° C
    38.2 °
    38.2 °
    15 %
    4.1kmh
    10 %
    Sat
    37 °
    Sun
    40 °
    Mon
    41 °
    Tue
    39 °
    Wed
    40 °

    ସମ୍ବନ୍ଧିତ