Tuesday, October 13, 2026
24.3 C
Odisha

    କମିଲା ସୁନା ଦର , ଜାଣନ୍ତୁ କେଉଁ ସହରରେ କଣ ରହିଛି ଦାମ

    ଆଗକୁ ପଢନ୍ତୁ

    କମିଲା ସୁନା ଦର । ବିଶ୍ୱ ବଜାରରେ ଅସ୍ଥିରତା ଏବଂ ଭୁ- ରାଜନୈତିକ ସମସ୍ୟା ମଧ୍ୟରେ ହୁ ହୁ ହୋଇ ବଢିଚାଲିଛି ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୭୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୨୯୦ ଟଙ୍କାକୁ ପହଞ୍ଚିଛି ।ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୭୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୨୯୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୨୯୦ ଟଙ୍କା ଓ ୮୯,୭୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୪୪୦ ଟଙ୍କା ଓ ୮୯, ୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୨,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯, ୭୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୨,୨୯୦ ଓ ୮୯,୭୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୧,୦୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    78 %
    0.4kmh
    0 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ