Thursday, October 1, 2026
23.4 C
Odisha

    କରଜରୁ ମୁକ୍ତି ଦିଏ ମଙ୍ଗଳବାରର ଦାନ

    ଆଗକୁ ପଢନ୍ତୁ

    ମଙ୍ଗଳବାର ହେଉଛି ହନୁମାନଙ୍କ ଦିନ। ହନୁମାନଙ୍କୁ ସ୍ମରଣ କରି ମଙ୍ଗଳବାର ଯଦି କିଛି ଉପାୟ କରାଯାଏ, ତେବେ ଋଣ ବୋଝରୁ ମୁକ୍ତି ମିଳିଥାଏ।

    କରଜରୁ ମୁକ୍ତି ପାଇବା ପାଇଁ ମଙ୍ଗଳବାର ଦାନ କରିବା ଦରକାର। ମଙ୍ଗଳବାର ଦିନ ଧନ, ଅନ୍ନ, ବସ୍ତ୍ର ଆଦି ଦାନ କରିବା ଦ୍ବାରା ଋଣରୁ ଶୀଘ୍ର ମୁକ୍ତି ମିଳିଥାଏ। ତେବେ ଦାନ କରିବା ସମୟରେ ହନୁମାନଙ୍କୁ ଅବଶ୍ୟ ସ୍ମରଣ କରିବା ଉଚିତ।
    ସେହିପରି କରଜରୁ ମୁକ୍ତି ପାଇଁ ମଙ୍ଗଳବାରରେ ‘ଓଁ ହନୁମତେ ନମଃ’ ମନ୍ତ୍ରକୁ ୧୦୮ ଥର ଜପ କରନ୍ତୁ। ଏହା ଦ୍ବାରା ଧନ ଅଭାବ ରହେ ନାହିଁ ଏବଂ ଲକ୍ଷ୍ମୀ ବାସ କରନ୍ତି।
    ମଙ୍ଗଳବାର ଦିନ ହନୁମାନଙ୍କ ସାମ୍ନାରେ ବସି ତାଙ୍କର ଧ୍ୟାନ କରି ହନୁମାନ ସ୍ତୋତ୍ର ପାଠ କରିବା ଦରକାର।
    ମଙ୍ଗଳବାରରେ ହନୁମାନଙ୍କୁ ୧୧ଟି ଅଶ୍ବତ୍‌ଥ ପତ୍ରରେ ଶ୍ରୀରାମ ଲେଖି ହନୁମାନଙ୍କୁ ଅର୍ପଣ କରନ୍ତୁ। ଏହା ଦ୍ବାରା ଋଣ ଭାର କମ୍ ହୁଏ।
    ଏହିଦିନ ଲକ୍ଷ୍ମୀପୂଜା କଲେ ବି କରଜରୁ ମୁକ୍ତି ମିଳିଥାଏ। ଏହା ସହ ଧନ ବି ବୃଦ୍ଧି ହୁଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.4 ° C
    23.4 °
    23.4 °
    85 %
    1.4kmh
    72 %
    Wed
    23 °
    Thu
    30 °
    Fri
    30 °
    Sat
    30 °
    Sun
    31 °

    ସମ୍ବନ୍ଧିତ