Saturday, February 28, 2026
31.2 C
Odisha

    କଲେଜର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଗୁରୁତର ଛାତ୍ରଙ୍କୁ କଟକ ସ୍ଥାନାନ୍ତର

    ଆଗକୁ ପଢନ୍ତୁ

    ମୟୂରଭଞ୍ଜ : ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ , ଛୁରାମାଡ଼। ମୟୂରଭଞ୍ଜ-କୁଳିଅଣା ଥାନା ବିବି କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଛୁରାମାଡ଼ । ଜଣେ ଗୁରୁତର । ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ ଦୁଇ ବାଣିଜ୍ୟ ଦ୍ୱିତୀୟ ବର୍ଷର ଛାତ୍ର ପ୍ରହ୍ଲାଦ ବିନ୍ଧାଣି । ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଜାରି ରଖିଛି ପୋଲିସ୍। ଅଭିଯୁକ୍ତ ଛାତ୍ର ଜଣକ ହେଲେ ବାରିପଦା ସଦର ଥାନା ଅଧୀନ ଦାମୋଦରପୁର୍ ଗ୍ରାମର ଅକ୍ଷୟ ବିଶ୍ବାଳ। ଅକ୍ଷୟ ମଧ୍ୟ ବାଣିଜ୍ୟ ଦ୍ଵିତୀୟ ବର୍ଷ ଛାତ୍ର । କଲେଜ୍ ପରିସରରେ ଉତ୍ତେଜନା ଦେଖାଦେଇଥିବା ବେଳେ ବ୍ୟାପକ ପୋଲିସ ମୁତୟନ ରହିଛନ୍ତି। ତାଲା ପକାଇଲେ ଗ୍ରାମବାସୀ। ଭିତରେ ଅଧ୍ୟାପକ ଓ କର୍ମଚାରୀ ଅଟକ। ଗୁରୁତର ଛାତ୍ରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.2 ° C
    31.2 °
    31.2 °
    19 %
    0.7kmh
    5 %
    Sat
    34 °
    Sun
    36 °
    Mon
    37 °
    Tue
    37 °
    Wed
    38 °

    ସମ୍ବନ୍ଧିତ