Saturday, October 24, 2026
21.5 C
Odisha

    କଲେଜର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଗୁରୁତର ଛାତ୍ରଙ୍କୁ କଟକ ସ୍ଥାନାନ୍ତର

    ଆଗକୁ ପଢନ୍ତୁ

    ମୟୂରଭଞ୍ଜ : ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ , ଛୁରାମାଡ଼। ମୟୂରଭଞ୍ଜ-କୁଳିଅଣା ଥାନା ବିବି କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଛୁରାମାଡ଼ । ଜଣେ ଗୁରୁତର । ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ ଦୁଇ ବାଣିଜ୍ୟ ଦ୍ୱିତୀୟ ବର୍ଷର ଛାତ୍ର ପ୍ରହ୍ଲାଦ ବିନ୍ଧାଣି । ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଜାରି ରଖିଛି ପୋଲିସ୍। ଅଭିଯୁକ୍ତ ଛାତ୍ର ଜଣକ ହେଲେ ବାରିପଦା ସଦର ଥାନା ଅଧୀନ ଦାମୋଦରପୁର୍ ଗ୍ରାମର ଅକ୍ଷୟ ବିଶ୍ବାଳ। ଅକ୍ଷୟ ମଧ୍ୟ ବାଣିଜ୍ୟ ଦ୍ଵିତୀୟ ବର୍ଷ ଛାତ୍ର । କଲେଜ୍ ପରିସରରେ ଉତ୍ତେଜନା ଦେଖାଦେଇଥିବା ବେଳେ ବ୍ୟାପକ ପୋଲିସ ମୁତୟନ ରହିଛନ୍ତି। ତାଲା ପକାଇଲେ ଗ୍ରାମବାସୀ। ଭିତରେ ଅଧ୍ୟାପକ ଓ କର୍ମଚାରୀ ଅଟକ। ଗୁରୁତର ଛାତ୍ରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.5 ° C
    21.5 °
    21.5 °
    71 %
    1.5kmh
    46 %
    Fri
    21 °
    Sat
    29 °
    Sun
    28 °
    Mon
    28 °
    Tue
    29 °

    ସମ୍ବନ୍ଧିତ