Sunday, December 7, 2025
19.6 C
Odisha

    କଳହକୁ କେନ୍ଦ୍ରକରି ସ୍ତ୍ରୀକୁ ଖଣ୍ଡ ଖଣ୍ଡ କରି ହାଣିଲା ନିଶାସକ୍ତ ସ୍ବାମୀ

    ଆଗକୁ ପଢନ୍ତୁ

    ପାରିବାରିକ କଳହରୁ ସ୍ତ୍ରୀକୁ ଖଣ୍ଡ ଖଣ୍ଡ କରି ହାଣିଲା ନିଶାସକ୍ତ ସ୍ବାମୀ । ନିଜ ସ୍ତ୍ରୀ ମଧୁମତି ବେହେରଦଲାଇକୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା ନିଶାସକ୍ତ ସ୍ବାମୀ ଚନ୍ଦ୍ରକାନ୍ତ ବେହେରଦଲାଇ । ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ନୂଆମୁଣ୍ଡା ଗ୍ରାମରେ ଚାଞ୍ଚଲ୍ୟକର ହତ୍ୟା । ଧାରୁଆ ଅସ୍ତ୍ରରେ ବେକକୁ କାଟିବା ସହ ଶରୀରର ଅନେକ ସ୍ଥାନରେ ଆଘାତ ହୋଇଥିବା ସୂଚନା । ମୃତ ଦେହକୁ ଜବତ କରିବା ସହ ଅଭିଯୁକ୍ତ ସ୍ବାମୀ ନୁଆମୁଣ୍ଡା ଗ୍ରାମର ଚନ୍ଦ୍ରକାନ୍ତ ବେହେରଦଲାଇକୁ ଥାନାରେ ଅଟକ ରଖିଛି ତୁମୁଡ଼ିବନ୍ଧ ପୁଲିସ । ଘଟଣାସ୍ଥଳରେ ପହଁଚି ତୁମୁଡ଼ିବନ୍ଧ ପୁଲିସର ତଦନ୍ତ ଆରମ୍ଭ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.6 ° C
    19.6 °
    19.6 °
    38 %
    0.8kmh
    99 %
    Sun
    26 °
    Mon
    26 °
    Tue
    26 °
    Wed
    26 °
    Thu
    26 °

    ସମ୍ବନ୍ଧିତ