Saturday, February 21, 2026
33.5 C
Odisha

    କଳାଧନ ପ୍ରସଙ୍ଗରେ କଟକରେ ଏସଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିଛନ୍ତି ଜଷ୍ଟିସ୍ ଅରିଜିତ୍ ପଶାୟତ

    ଆଗକୁ ପଢନ୍ତୁ

    କଟକ : ଏସଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଏସ୍ ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଉଛି ବୈଠକ । ଓଡ଼ିଶା ପୋଲିସ, ଭିଜିଲାନ୍ସ ବିଭାଗ, ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ଅନ୍ୟ ତଦନ୍ତକାରୀ ଏଜେନ୍ସି ଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଛନ୍ତି । ବେଆଇନ ଅର୍ଥ କାରବାର ଓ କଳାଧନ ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେଉଛି । ବିଭିନ୍ନ ବିଭାଗ ପକ୍ଷରୁ କଳାଧନ ପ୍ରସଙ୍ଗରେ କରାଯାଇଥିବା ତଦନ୍ତ ଓ ଅନୁସନ୍ଧାନର ସ୍ଥିତି ସଂପର୍କରେ ବୈଠକରେ ତଥ୍ୟ ଉପସ୍ଥାପନ କରାଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ