Sunday, March 29, 2026
27.4 C
Odisha

    କଳିଙ୍ଗା ଘାଟିରେ ପୁଣି ଦୁର୍ଘଟଣା, ୩ ଗୁରୁତର

    ଆଗକୁ ପଢନ୍ତୁ

    କନ୍ଧମାଳ : କଳିଙ୍ଗା ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ପିଟିହେଲା ଟ୍ରକ । ଡ୍ରାଇଭର ସମେତ ୩ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଟିକାବାଲି ଓ ଜି.ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି । ଟ୍ରକଟି ଯନ୍ତ୍ରପାତି ଧରି କନ୍ଧମାଳରୁ ଭଞ୍ଜନଗର ଅଭିମୁଖେ ଆସୁଥିଲା । ପୋଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରି ତଦନ୍ତ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.4 ° C
    27.4 °
    27.4 °
    38 %
    2.3kmh
    0 %
    Sun
    28 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ