Thursday, October 8, 2026
30.4 C
Odisha

    କାଠଯୋଡ଼ିରେ ମହିଳାଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

    ଆଗକୁ ପଢନ୍ତୁ

    କଟକ : କାଠଯୋଡ଼ିରେ ଭାସୁଛି ଯୁବତୀଙ୍କ ମୃତଦେହ । ବ୍ରିଜ ନିକଟରେ ପଡ଼ିଛି ଯୁବତୀଙ୍କ ବ୍ୟାଗ ଓ ଚପଲ । କଟକ ତ୍ରିଶୁଳିଆ ସ୍ଥିତ କାଠଯୋଡ଼ିରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ଏପର୍ଯ୍ୟନ୍ତ ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ତେବେ ଯୁବତୀ ଜଣକ ଜୀବନ ହାରିଛନ୍ତି ନା ତାଙ୍କୁ କିଏ ହତ୍ୟା କରି ଫିଙ୍ଗିଦେଇଛି କାରଣ ଅସ୍ପଷ୍ଟ ରହିଛି ।

    ସେପଟେ ଘଟଣାସ୍ଥଳରେ ବାରଙ୍ଗ ଥାନା ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଜବତ କରି କଟକ ବଡ଼ମେଡ଼ିକାଲ ପଠାଇଛନ୍ତି । ଯୁବତୀ ଜଣଙ୍କର କେମିତି ମୃତ୍ୟୁ ହେଲା ତାକୁ ନେଇ ସନ୍ଦେହ ବଢ଼ିଛି । ସକାଳୁ ମର୍ଣିଂ ୱାକ କରୁଥିବା ଲୋକ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତ ଯୁବତୀଙ୍କ ବ୍ୟାଗରୁ ମିଳିଥିବା ଡକ୍ଟର ପ୍ରେସକିପସନରୁ ଯୁବତୀଙ୍କ ପରିଚୟ ମିଳିଛି । ବ୍ୟାଗରୁ ପୋଲିସକୁ ମୋବାଇଲ ମଧ୍ୟ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.4 ° C
    30.4 °
    30.4 °
    58 %
    3.2kmh
    4 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ