Sunday, September 20, 2026
24.1 C
Odisha

    କାନ୍ଥ ଭୁଷୁଡି ୭ ଜଣଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ବିଶାଖାପାଟଣା : ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରେ ବଡ଼ ଅଘଟଣ ।  ବରାହଲକ୍ଷ୍ମୀ ନରସିଂହ ସ୍ବାମୀ ମନ୍ଦିରରେ ଅଘଟଣ ହୋଇଛି ।   ଚନ୍ଦନ ଉତ୍ସବ ଚାଲିଥିବା ବେଳେ କାନ୍ଥ ଭୁଷୁଡି ୭ ଜଣଙ୍କ ମୃତ୍ୟୁ ହୋଇଛି ।  ଆହତଙ୍କୁ ଉଦ୍ଧାର କରି ମେଡକାଲରେ ଭର୍ତ୍ତି କରାଯାଇଛି ।  ୨୦ ଫୁଟ ଲମ୍ବର କାନ୍ଥ କେମିତି ଭୁସୁଡିଲା ତାହା ଜଣାପଡି ନାହିଁ ।  ଆଗକୁ ମୃତ୍ୟସଂଖ୍ୟା ବଢ଼ିବାର ଆଶଙ୍କା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.1 ° C
    24.1 °
    24.1 °
    96 %
    1.7kmh
    93 %
    Sat
    24 °
    Sun
    30 °
    Mon
    29 °
    Tue
    30 °
    Wed
    27 °

    ସମ୍ବନ୍ଧିତ