Tuesday, March 17, 2026
31.5 C
Odisha

    କାରଣଦର୍ଶାଅ ନୋଟିସର ଉତ୍ତର ଦେଲେ ସୁର ରାଉତରାୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ କଂଗ୍ରେସ ପାଇଁ ବିଧାୟକ ସୁରେଶ ରାଉତରାୟ ପ୍ରଚାର କରିବେନି। ସେ କହିଛନ୍ତି, ମୋ ସାନପୁଅ ଯେହେତୁ ଭୁବନେଶ୍ଵର ସାଂସଦ ପ୍ରାର୍ଥୀ ହୋଇଛନ୍ତି, ତେଣୁ ମୁଁ ଭୁବନେଶ୍ୱରର କୌଣସି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବିନି। ତେବେ ପୂରା ଓଡ଼ିଶାରେ ପ୍ରଚାର କରିବି । କଂଗ୍ରେସର କାରଣଦର୍ଶାଅ ନୋଟିସର ଉତ୍ତର ଦେଇଛି । ମୁଁ ମଲା ଯାଏ କଂଗ୍ରେସରେ ରହିବି । ଦୁଇ ଦିନ ଭିତରେ କଂଗ୍ରେସ ବାକି ବିଧାନସଭା ଓ ଲୋକସଭା ଆସନ ପାଇଁ ଟିକେଟ ଘୋଷଣା କରିବ । ଅଧିକ ମହିଳାଙ୍କୁ ଟିକେଟ ଦେବା ପାଇଁ ମୁଁ ପିସିସି ସଭାପତିଙ୍କୁ ପ୍ରସ୍ତାବ ଦେଇଛି ବୋଲି ସୁରେଶ ରାଉତରାୟ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    30 %
    5.1kmh
    80 %
    Tue
    32 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ