Tuesday, April 7, 2026
24.4 C
Odisha

    କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ କରିବେ । ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । କିଛି ଦିନ ହେଲା ଦିଲ୍ଲୀ-ଏନସିଆରରେ ବାୟୂ ପ୍ରଦ୍ୟୁଷଣ ବଢ଼ିଚାଲିଛି । ପୂର୍ବରୁ ଅନଲାଇନରେ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.4 ° C
    24.4 °
    24.4 °
    67 %
    0.7kmh
    25 %
    Tue
    36 °
    Wed
    38 °
    Thu
    38 °
    Fri
    38 °
    Sat
    37 °

    ସମ୍ବନ୍ଧିତ