Friday, May 15, 2026
29.3 C
Odisha

    କାଳବୈଶାଖୀ ଯୋଗୁଁ ଭୁବନେଶ୍ବରରେ ଅବତରଣ କରିପାରିଲାନି ମୁଖ୍ଯମନ୍ତ୍ରୀଙ୍କ ବିମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବିମାନ ଅବତରଣ କରିପାରିଲାନି। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିଲେ ମୁଖ୍ୟମନ୍ତ୍ରୀ । କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିଲେନି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ । ପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଗଲା ବିମାନ । ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବିମାନ ଜରୁରୀ ଅବତରଣ କରିଥିଲା। ପ୍ରଚଣ୍ଡ ବର୍ଷା ପବନ ଯୋଗୁଁ ଏଭଳି ଘଟିଛି। ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ସୁରକ୍ଷିତଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.3 ° C
    29.3 °
    29.3 °
    63 %
    3.1kmh
    87 %
    Fri
    29 °
    Sat
    41 °
    Sun
    43 °
    Mon
    46 °
    Tue
    47 °

    ସମ୍ବନ୍ଧିତ