Sunday, October 18, 2026
23.2 C
Odisha

    କାହ୍ନୁ ଲେଙ୍କାଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ବରିଷ୍ଠ ରାଜନେତା, ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ବରିଷ୍ଠ ନେତା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ସାଂସଦ କାହ୍ନୁ ଚରଣ ଲେଙ୍କାଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଏହି ଦୁଖଃଦ ସମୟରେ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ