Sunday, March 22, 2026
20.3 C
Odisha

    କିଟ୍ ପ୍ରସଙ୍ଗ: କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ସେ ଆହୁରି କହିଛନ୍ତି, ମୁଁ ମୁଖ୍ୟ ଶାସନ ସଚିବ ଥିବା ବେଳେ ଜମି ଜବରଦଖଲ ନେଇ ଅଭିଯୋଗ ଆସିଥିଲା। ତାର ତଦନ୍ତ ଲାଗି ବି ନିର୍ଦ୍ଦେଶ ଦିଆଯାଇଥିଲା। ପୂର୍ବ ବିଜେଡି ସରକାର ସମୟରେ କିଟକୁ ଅହେତୁକ ଅନୁକମ୍ପା ଦିଆଯାଇଥିଲା। ଏଥିରେ କୌଣସି ପ୍ରମାଣର ଆବଶ୍ୟକତା ନାହିଁ।

     

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.3 ° C
    20.3 °
    20.3 °
    44 %
    1.3kmh
    13 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ