Thursday, January 22, 2026
14.6 C
Odisha

    କୁକୁରଙ୍କ ପାଇଁ ସ୍ମଶାନ କରିବେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କୁକୁରଙ୍କ ପାଇଁ ସ୍ମଶାନ କରିବେ ସରକାର । ଭୁବନେଶ୍ୱର ଏବଂ କଟକ ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ସ୍ମଶାନ କରାଯିବ । ଆଜି ଗୃହରେ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ନଗର ଉନ୍ନୟନ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ମନ୍ତ୍ରୀ ଲିଖିତ ଭାବେ କହିଛନ୍ତି ଯେ, ଯଦିଓ ଏବେ ଯାଏଁ ବିଭାଗ ଏ କଥାକୁ ବିଚାର କରି ନାହିଁ, କିନ୍ତୁ ବିଧାୟିକାଙ୍କ ଏହି ପ୍ରସ୍ତାବ ପ୍ରଶଂସନୀୟ। ତେଣୁ ପରିବେଶ ଦିଗ ଏବଂ ଜନସ୍ୱାସ୍ଥ୍ୟ ସୁବିଧାକୁ ମୂଲ୍ୟାଙ୍କନ କରି ସମ୍ପୃକ୍ତ କ୍ଷେତ୍ରର ହିତାଧିକାରୀ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଏଭଳି ସୁବିଧା ସୃଷ୍ଟି ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.6 ° C
    14.6 °
    14.6 °
    65 %
    1.2kmh
    0 %
    Thu
    29 °
    Fri
    30 °
    Sat
    30 °
    Sun
    32 °
    Mon
    32 °

    ସମ୍ବନ୍ଧିତ