Friday, October 2, 2026
29.9 C
Odisha

    କୁଡୁମୀ ସମାଜ ଓ ମୟୂରଭଞ୍ଜବାସୀଙ୍କୁ ଧୋକ୍କା ଦେଇଛନ୍ତି ମମତା: ବିଜେଡ଼ି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ ସାଂସଦ ମମତା ମହାନ୍ତ । ବିଜେପିରେ ଯୋଗାଦେବା ପୂର୍ବରୁ ସେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ । ମମତା ବିଜେପିରେ ସାମିଲ ହେବାକୁ କଟୁ ଭାଷାରେ ସମାଲୋଚନା କରିଛି ବିଜେଡି । ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି, ବ୍ୟକ୍ତିଗତ ସ୍ବାର୍ଥ ସାଧନ ପାଇଁ ମମତା ଇସ୍ତଫା ଦେଇଛନ୍ତି । ମମତା ତାଙ୍କ ଇସ୍ତଫାପତ୍ରରେ ଯାହା କହିଛନ୍ତି ତାହା ନିନ୍ଦନୀୟ । କୁଡୁମୀ ସମାଜ ଓ ମୟୂରଭଞ୍ଜବାସୀଙ୍କୁ ଧୋକ୍କା ଦେଇଛନ୍ତି ମମତା । ମୟୂରଭଞ୍ଜବାସୀ ଏହାର ଜବାବ ମମତାଙ୍କୁ ଦେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ