Saturday, October 10, 2026
22.4 C
Odisha

    କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା : ୬ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଅନଗୁଳ ଜିଲ୍ଲା ସାତକୋଶିଆ ଗଣ୍ଡ ନିକଟ ଟିକରପଡାରେ କୁମ୍ଭୀର ଆକ୍ରମଣରେ ଜଣେ ବାଳକର ମୃତ୍ୟୁ ହୋଇଛି। ମହାନଦୀକୁ ଶୌଚ ପାଇଁ ଯାଇଥିବା ବେଳେ କୁମ୍ଭୀର ଆକ୍ରମଣରେ ନାବାଳକର ମୃତ୍ୟୁ ଘଟିଛି। ମୃତ ନାବାଳକ ଟିକରପଡା ଘାଟସାହିର ସମିର ନାଏକ।
    ଏହି ଘଟଣାରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ