Saturday, April 11, 2026
25.2 C
Odisha

    କୂଅରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର, ପ୍ରତିବାଦରେ ରାସ୍ତାରୋକ

    ଆଗକୁ ପଢନ୍ତୁ

    ନୟାଗଡ଼ : କୂଅରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପ୍ରତିବାଦରେ ରାସ୍ତାରୋକ । ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବେଲପଡା ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।

    ଗତକାଲି ବିଦ୍ୟାଳୟରୁ ଶୌଚ ଯିବାକୁ କହି ଆଉ ଫେରିନଥିଲେ । ବହୁ ଖୋଜାଖୋଜି ପରେ କୌଣସି ପତ୍ତା ମିଳିନଥିଲା । ଆଜି ଗାଁ ମୁଣ୍ଡରେ ଥିିବା ପରିତ୍ୟକ୍ତ କୂଅରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ଅଭିଯୋଗ କରିଛନ୍ତି ପରିବାର । ପ୍ରତିବାଦରେ ଗଣିଆ ଛକରେ ରାସ୍ତାରୋକ କରିଛନ୍ତି ଗ୍ରାମବାସୀ । ଫଳରେ ଗଣିଆରୁ କଣ୍ଟିଲୋ ଓ ଦଶପଲ୍ଲାକୁ ଗାଡି ଚଳାଚଳ ବନ୍ଦ ରହିଛି। ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.2 ° C
    25.2 °
    25.2 °
    58 %
    1.8kmh
    0 %
    Fri
    25 °
    Sat
    38 °
    Sun
    40 °
    Mon
    42 °
    Tue
    43 °

    ସମ୍ବନ୍ଧିତ