Wednesday, March 25, 2026
37 C
Odisha

    କୃମୀ ଔଷଧ ଖାଇ ୬ ଛାତ୍ରଛାତ୍ରୀ ଅସୁସ୍ଥ

    ଆଗକୁ ପଢନ୍ତୁ

    ବାଲେଶ୍ୱର : କୃମି ଔଷଧ ଖାଇ ସ୍କୁଲର ୬ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଥାନା କେଦାରପୁର ପଞ୍ଚାୟତ ଥାନେଶ୍ବର ସ୍ଥିତ ସ୍କୁଲରେ ଏଭଳି ଘଟଣା ସାମ୍ନାକୁ ଆସିଛି । ଛାତ୍ରଛାତ୍ରୀଙ୍କୁ କୃମି ଔଷଧ ଖାଇବାକୁ ଦିଆଯାଇଥିଲା । ତେବେ ୬ ଜଣ ଛାତ୍ରଛାତ୍ରୀଙ୍କର ଔଷଧ ଖାଇ ବାନ୍ତି ହୋଇଥିଲା । ଅସୁସ୍ଥ ହେବା ପରେ ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ଡାକ୍ତରମାନେ ପିଲାମାନଙ୍କ ଚିକିତ୍ସାରେ ଲାଗିପଡିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    37 ° C
    37 °
    37 °
    17 %
    4.9kmh
    23 %
    Wed
    36 °
    Thu
    38 °
    Fri
    40 °
    Sat
    39 °
    Sun
    41 °

    ସମ୍ବନ୍ଧିତ