Monday, March 30, 2026
33.2 C
Odisha

    କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ ଓଡିଆ ଭାଷାରେ ସମ୍ପାଦନ କରାଯିବ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଶୁକ୍ରବାର ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ଏଥିପାଇଁ ନିର୍ଦ୍ଦେଶାଳୟ ଅଧୀନରେ ଥିବା ଅଧସ୍ତନ କାର୍ଯ୍ୟାଳୟଗୁଡିକୁ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିବାକୁ ଡ. ପାଢୀ ଉଲ୍ଲେଖ କରିଛନ୍ତି ା ମୁଖ୍ୟମନ୍ତ୍ରୀ ସରକାରୀ ସ୍ତରରେ ଓଡିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ନିମନ୍ତେ ଉପଯୁକ୍ତ ଜ୍ଞାନକୌଶଳ ପ୍ରୟୋଗର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ା ଏ ଦିଗରେ ବିଭାଗୀୟ ଅଧିକାରୀମାନେ ଯନତ୍ବାନ ହେବା ସହିତ ଏହାର ଅନୁପାଳନ ସମ୍ବନ୍ଧରେ ବିଭାଗକୁ ନିୟମିତ ଅବଗତ କରିବାକୁ ଡ. ପାଢୀ ନିର୍ଦ୍ଦେଶ ଦେଇଛନ୍ତି ା

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.2 ° C
    33.2 °
    33.2 °
    22 %
    1.2kmh
    97 %
    Mon
    33 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ