Friday, October 2, 2026
30.6 C
Odisha

    କେତେ ଚାଷୀ କିସାନ ସମ୍ମାନ ନିଧି ଯୋଜନାରେ ଉପକୃତ ହୋଇଛନ୍ତି: ସରକାର ଦେଲେ ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ୪୮ ଲକ୍ଷ ୬୫ ହଜାର ୮୫୦ ଜଣ ଚାଷୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫ ହଜାର ୧୮୪ ଭାଗଚାଷୀ, ୮ ଲକ୍ଷ ୮୭ ହଜାର ୨୭୨ ଜଣ କ୍ଷୁଦ୍ର ଚାଷୀ ଓ ୩୬ ଲକ୍ଷ ୩୬ ହଜାର ୬୫୮ ଜଣ ନାମମାତ୍ର ଚାଷୀ ରହିଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାରେ ଅକ୍ଟୋବର ୨୦୨୪ ସୁଦ୍ଧା ୩୧ ଲକ୍ଷ ୫୧ ହଜାର ୭୦୦ ଚାଷୀ ଉପକୃତ ହୋଇଛନ୍ତି । ଏନେଇ ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତି ମନ୍ତ୍ରୀ କେଭି ସିଂ ଦେଓ  ଲିଖିତ ଉତ୍ତର ରଖିଛନ୍ତି । ପ୍ରଧାନମନ୍ତ୍ରୀ ଫସଲ  ବୀମା ଯୋଜନାରେ ୧୫ ଲକ୍ଷ ୧୭ ହଜାର ଚାଷୀ ଖରିଫ ଋତୁରେ ଓ ୧ ଲକ୍ଷ ୮୩ ହଜାର ଚାଷୀ ରବି ଋତୁରେ ପଞ୍ଜିକରଣ କରିଥିବା ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ସୂଚନା ଦେଇଛନ୍ତି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    57 %
    2.7kmh
    31 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ