Friday, August 7, 2026
24.3 C
Odisha

    କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର, ପତ୍ର ଉପରେ GST ୫%କୁ ହ୍ରାସ ହୋଇଛି କହିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :   ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି । ଓଡିଶାରେ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ , କେନ୍ଦୁପତ୍ର ବିକ୍ରି ବଢିବ ।  କୃଷି ଉପକରଣରେ ଜିଏସଟି ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ । କୋଇଲା କ୍ଷେତ୍ରରେ ଓଡିଶାକୁ ଅଧିକ ଲାଭ ମିଳିବ । ଜିଏସଟିରେ ସଂସ୍କାର ଦ୍ୱାରା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ ।  ଜିଏସଟି ଛାଡ ଯୋଗୁଁ ଅଧିକ ଲୋକେ ସ୍ୱାସ୍ଥ୍ୟବୀମା କରିବେ । ସିମେଣ୍ଟରୁ ଜିଏସଟି ହ୍ରାସ ଏକ ମାଇଲଖୁଣ୍ଟ ସଦୃଶ । ଏହା ଦ୍ୱାରା ପ୍ରତ୍ୟେକ ଲୋକ ଅର୍ଥ ସଞ୍ଚୟ କରିପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.3 ° C
    24.3 °
    24.3 °
    93 %
    1.4kmh
    100 %
    Fri
    24 °
    Sat
    28 °
    Sun
    30 °
    Mon
    27 °
    Tue
    31 °

    ସମ୍ବନ୍ଧିତ