Saturday, March 14, 2026
24.5 C
Odisha

    କେନ୍ଦ୍ରାପଡ଼ା ଡେରାବିଶରେ ବାର୍ଡ ଫ୍ଲୁ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡା: କେନ୍ଦ୍ରାପଡା ଡେରାବିଶ ବ୍ଳକ ଦୁମୁକାହାଟ ଗାଁର ଏକ ବ୍ରଏଲର୍ ଫାର୍ମରେ କୁକୁଡା ମଡକ । ଗତ ୩ ଦିନ ହେବ କୁକୁଡାଙ୍କଠାରେ ରୋଗର ଲକ୍ଷଣ ଦେଖାଦେଇଛି । କୁକୁଡା ଗୁଡିକ ସ୍ଥିର ହୋଇ ବସି ରହିବା ସହ ମୁଣ୍ଡ ମାଡି ପଡି ଯାଉଥିବା ଫାର୍ମର ମାଲିକ ପ୍ରଭାକର ଲେଙ୍କା କହିଛନ୍ତି । ଏହି ଫାର୍ମରେ ପ୍ରଥମ ଦିନରେ ୩୩ ଟି କୁକୁଡା ମରିଥିବା ବେଳେ , ଦ୍ବିତୀୟ ଦିନରେ ୬୮ ଓ ଆଜି ୧୩୭ ଗୋଟି କୁକୁଡା ମରିଛନ୍ତି । ଆଜି ସୁଦ୍ଧା ମୋଟ ୨୩୮ଟି କୁକୁଡା ମରିଥିବା ଫାର୍ମ ମାଲିକ ସୂଚନା ଦେଇଛନ୍ତି । ଆଜି ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯିବ ବୋଲି ପ୍ରାଣୀ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ