Friday, October 3, 2025
23.7 C
Odisha

    କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ

    ଆଗକୁ ପଢନ୍ତୁ

    ପୁରୀ: ବାତ୍ୟା ଯେତେ ପାଖେଇ ଆସୁଛି ଲୋକଙ୍କ ମନରେ ସେତେ ଛନକ। ପଶୁଛି।। ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.7 ° C
    23.7 °
    23.7 °
    99 %
    2.5kmh
    100 %
    Thu
    24 °
    Fri
    28 °
    Sat
    30 °
    Sun
    28 °
    Mon
    30 °

    ସମ୍ବନ୍ଧିତ